Sahasrabdeera Swaksharita Pandulipi
商品資訊
ISBN13:9781645602477
出版社:Lightning Source Inc
作者:Praharaj Satyanarayan Nanda
出版日:2022/01/19
裝訂:平裝
規格:21.6cm*14cm*0.7cm (高/寬/厚)
商品簡介
କବିତା ସାମଗ୍ରିକ ଚେତନାକୁ ପ୍ରଭାବିତ କରୁଥିବା ଅପ୍ରତିହତ ସାଂସ୍କୃତିକ ଧାରା- ଏହା ସମସାମୟିକ ଚେତନାରେ ଯେପରି ଜର୍ଜରିତ, ଐତିହାସିକ ଚେତନାରେ ସେହିପରି ପୁଷ୍ଟ । ଏଇ ""ଐତିହାସିକ' କିନ୍ତୁ ଇତିହାସ ଅର୍ଥରେ ନୁହେଁ । ପ୍ରତ୍ୟେକ କବିର ସ୍ୱତନ୍ତ୍ର ଐତିହ୍ୟ ରହିଛି । ଏହା ଫ୍ରଏଡ୍]ଙ୍କ ଅବଚେତନ ହୋଇପାରେ, କଲରିଜ୍]ଙ୍କ ଋତାବେଶ ହୋଇପାରେ, ମାର୍କସ୍]ଙ୍କ ବସ୍ତୁନିଷ୍ଠ ଦ୍ୱନ୍ଦ୍ୱ ହୋଇପାରେ, ରବୀନ୍ଦ୍ରଙ୍କ ବିଶ୍ୱବୋଧ ହୋଇପାରେ । ତେଣୁ କବିତାର ଧାରା ଏକାଧିକ ଅର୍ଥରେ କ୍ରାନ୍ତିକାରୀ । ସଂଗୀତର ଆରୋହଣ ଓ ଅବରୋହଣ ଛନ୍ଦରେ ଏହା ଗତି କରେନାହିଁ ।
ଅନ୍ୱେଷା, ସଂବର୍ତ୍ତ ଓ ପ୍ରବର୍ତ୍ତନ ଏଇ ତିନୋଟି କ୍ରମରେ ଉତ୍କର୍ଷ କଳା ରୂପାୟିତ ହୁଏ । ଏହା ପୃଥ୍ୱୀ ପାଇଁ ଯେପରି ପ୍ରଯୁଜ୍ୟ, ମଣିଷ ପାଇଁ ଅନୁରୂପ । ସ୍ୱକୀୟ ଆବେଶ ବହିର୍ଜଗତରେ ପ୍ରତିରୂପ ଅନ୍ୱେଷଣ କରେ । ଧୃପଦୀ ଧାରଣା, ସମନ୍ୱିତ ସ୍ରଷ୍ଟା, ଅନୁଭୂତିର ତାତ୍ପର୍ଯ୍ୟ ଅନୁଶୀଳନ କରେ । ଏଇ ଅର୍ଥ ଦାର୍ଶନିକ ନିଗଡ଼ରେ ବନ୍ଧା ନୁହେଁ । କାବ୍ୟିକ ଦୃଷ୍ଟି ସହିତ ଅଭିଦୃଷ୍ଟି, ଅନ୍ତର୍ଦୃଷ୍ଟି, ରସଦୃଷ୍ଟି ଓ ସମଷ୍ଟି ଚେତନା ଘନିଷ୍ଠ ଭାବେ ସମ୍ବନ୍ଧିତ । ତେଣୁ ପ୍ରବହମାନ ସଂସ୍କୃତିର ପୁନର୍ମୁଲ୍ୟାୟନ କବିର ଅବଚେତନରେ ହୁଏ । ତା'ର ଅଭିବ୍ୟକ୍ତି ସ୍ୱତଃ ଶକ୍ତିଶାଳୀ ଓ ପ୍ରଣିଧାନ ଯୋଗ୍ୟ ।
- ପ୍ରହରାଜ ଶ୍ରୀସତ୍ୟନାରାୟଣ ନନ୍ଦ"
主題書展
更多書展購物須知
外文書商品之書封,為出版社提供之樣本。實際出貨商品,以出版社所提供之現有版本為主。部份書籍,因出版社供應狀況特殊,匯率將依實際狀況做調整。
無庫存之商品,在您完成訂單程序之後,將以空運的方式為你下單調貨。為了縮短等待的時間,建議您將外文書與其他商品分開下單,以獲得最快的取貨速度,平均調貨時間為1~2個月。
為了保護您的權益,「三民網路書店」提供會員七日商品鑑賞期(收到商品為起始日)。
若要辦理退貨,請在商品鑑賞期內寄回,且商品必須是全新狀態與完整包裝(商品、附件、發票、隨貨贈品等)否則恕不接受退貨。

