Muhurte Moksha
商品資訊
ISBN13:9781645604754
出版社:Black Eagle Books
作者:Pramod Mallick
出版日:2023/11/10
裝訂:平裝
規格:21.6cm*14cm*0.6cm (高/寬/厚)
重量:127克
商品簡介
ଭାବ କେତେବେଳେ ଛଳଛଳ ତ ଆଉ କେତେବେଳେ ସ୍ତବ୍ଧ। ତାହା ତରଙ୍ଗାୟିତ ହୋଇ ଉଠେ ତ ଧ୍ଵନି ସୃଷ୍ଟି କରେ । ଶବ୍ଦ ଧ୍ଵନିରେ ଝଙ୍କାର ତୋଳେ । ସେ ଭାବ ଏକ ତନ୍ମୟୀ ଭାବ ।ମନ ପ୍ରାଣକୁ ଚହଲାଇ ଦିଏ ।ଶ୍ରୋତା ଶୁଣେ ତ ହୃଦୟ ଭିତରକୁ ନେଇ ଗୁଣୁଗୁଣୁ ହୁଏ ଏକ ଆତ୍ମୀୟ ଭାବ ସ୍ପନ୍ଦନରେ ।ଏହି ସ୍ପନ୍ଦନ ତିଆରି କରିବାର ସାମର୍ଥ୍ୟ ଯେଉଁ ଭାବରେ ଥାଏ ତାହା ହିଁ ତାହାରି ଐଶ୍ୱର୍ଯ୍ୟ । ତାହା ହିଁ ଛିଡ଼ା ହୋଇ ଯାଏ କବିତାର ରୂପ ଓ ଗୁଣର ଅଧିକାରିଣୀ ହୋଇ । ଆଉ ଭାବ ଯେତେବେଳେ ମନ ପ୍ରାଣ ଭିତରେ ସ୍ତବ୍ଧ ହୋଇ ରହିଥାଏ ତାହା କ'ଣ ଗୋଟିଏ ଗଢିବାର ବା ନୂଆ ଏକ ସ୍ରୋତ ତିଆରି କରିବାର ପରିକଳ୍ପନାରେ ରହିଥାଏ । ଏଥି ପାଇଁ ଶବ୍ଦ ଖୋଜେ ବା ଶବ୍ଦମାନେ ଚଢ଼େଇ ପରି ତା ପାଖକୁ ଉଡ଼ିଉଡ଼ି ଆସନ୍ତି । ସେମାନଙ୍କ ଭାବ ଧ୍ବନି ଆଉ କଣ କି ? ତାହା ତ ଅନ୍ତରାତ୍ମାର ଧ୍ଵନି ! ଭାବ ସମ୍ପଦ ଓ ଶବ୍ଦ ମିଶି ଗଢନ୍ତି ଯେଉଁ ପ୍ରତିମା, ତାହା ଚଳମାନ ଓ ସବାକ ନୈରାତ୍ମା-ତାହା ବୋଧ ହୁଏ କବିତା !
ଏହି ଭାବ ଓ ଅନ୍ତରାତ୍ମାର ଧ୍ଵନି ଯେଉଁଠି ପବିତ୍ର ଓ ଶୁଦ୍ଧ ସେଇଠି ଭୋର୍ ବେଳାର ଆରମ୍ଭ । ଏସବୁ କହିବାର ଅଭିପ୍ରାୟ ହେଉଛି ଯୁବକବି ପ୍ରମୋଦ ମଲ୍ଲିକଙ୍କ କାବ୍ୟ ଯାତ୍ରା ସଂପର୍କରେ କିଛି ସୂଚନା ଦେବା । ଏହି କବି ନବାଗତ ନୁହଁନ୍ତି,ଢେର୍ ଦିନ ହେଲା କବିତା ଲେଖିଲେଣି । ପ୍ରଥମ କବିତା ସଂକଳନ "ମାୟା ମୁହାଣ" ପ୍ରକାଶିତ ହୋଇ କବିତା ପ୍ରେମୀମାନଙ୍କ ଦ୍ଵାରା ଗ୍ରହଣୀୟ ଓ ପ୍ରଶଂସିତ ହୋଇ ସାରିଛି । ଏବେ " ମ
主題書展
更多書展購物須知
外文書商品之書封,為出版社提供之樣本。實際出貨商品,以出版社所提供之現有版本為主。部份書籍,因出版社供應狀況特殊,匯率將依實際狀況做調整。
無庫存之商品,在您完成訂單程序之後,將以空運的方式為你下單調貨。為了縮短等待的時間,建議您將外文書與其他商品分開下單,以獲得最快的取貨速度,平均調貨時間為1~2個月。
為了保護您的權益,「三民網路書店」提供會員七日商品鑑賞期(收到商品為起始日)。
若要辦理退貨,請在商品鑑賞期內寄回,且商品必須是全新狀態與完整包裝(商品、附件、發票、隨貨贈品等)否則恕不接受退貨。

