Adha Adha Nakshatra
商品資訊
ISBN13:9781645604846
出版社:Black Eagle Books
作者:Pratibha Satpathy
出版日:2023/11/27
裝訂:平裝
規格:21.6cm*14cm*0.8cm (高/寬/厚)
商品簡介
ଯଦି କେବେ କେଉଁଠି ମୋର କବିତାର ଧ୍ୱନି ଭିତରେ ଫୁଟିଉଠିଛି ନକ୍ଷତ୍ରଟିଏ, ପାଠକେ - ତାକୁ କେବଳ ଆକାଶର ତାରା ବୋଲି ଗ୍ରହଣକରି ନ ନେବାକୁ ମୋର ଅନୁରୋଧ । ସେ ବରଂ ମଣିଷର ଅମରତ୍ୱର ଏକ ଅନ୍ୟରୂପ, ତା'ର ଦୁଃସାହସୀ ସ୍ୱପ୍ନ, ଅସାଧାରଣ କଳ୍ପନା ଓ ତୁଙ୍ଗ ଏକ ଅଭିଳାଷ । ନହେଲେ ବା ଅନଶ୍ୱର ଭଲପାଇବାର ପ୍ରତୀକଟିଏ । ପ୍ରଚଣ୍ଡ ବସ୍ତୁବାଦର ଘୂର୍ଣ୍ଣି ଭିତରେ, ଅନ୍ଧାରର ଖଳଖଳ ପ୍ରବାହ ତଳେ ମଣିଷର ଚାଖଣ୍ଡେ ଛାତି ଭିତରେ ତା'ର ଉଦୟୋତ୍ସବ - ଅସ୍ଥିର ସମୟର ପ୍ରପାତ ଉପରେ ସେ ଏକ ସ୍ଥିରଚେତନାର ଇନ୍ଦ୍ରଧନୁ - ଯେତିକି ମନୋରମ ସେତିକି ବିସ୍ମୟକର । ତା'ର ପୂର୍ଣ୍ଣ ଆଧାର ହେବାପାଇଁ ମଣିଷର ପରିଚୟ ଯଥେଷ୍ଟ ନୁହେଁ । ମଣିଷ ହ୍ରସ୍ୱ, ତେଣୁ ସେ ଅର୍ଦ୍ଧେକର ଆଧାର ମାତ୍ର ।
ସେଥିପାଇଁ ସାଧାରଣ ଜୀବନଟିଏ ବଞ୍ଚୁଥିବା କବିର ସ୍ୱପ୍ନ ଅଧା ରହିବା ଅବଧାରିତ । ତଥାପି ସ୍ୱପ୍ନ ବରଂ ଅଧା ରହୁ, ବିଡ଼ମ୍ବିତ ନ ହେଉ ।
- ପ୍ରତିଭା ଶତପଥୀ
主題書展
更多書展購物須知
外文書商品之書封,為出版社提供之樣本。實際出貨商品,以出版社所提供之現有版本為主。部份書籍,因出版社供應狀況特殊,匯率將依實際狀況做調整。
無庫存之商品,在您完成訂單程序之後,將以空運的方式為你下單調貨。為了縮短等待的時間,建議您將外文書與其他商品分開下單,以獲得最快的取貨速度,平均調貨時間為1~2個月。
為了保護您的權益,「三民網路書店」提供會員七日商品鑑賞期(收到商品為起始日)。
若要辦理退貨,請在商品鑑賞期內寄回,且商品必須是全新狀態與完整包裝(商品、附件、發票、隨貨贈品等)否則恕不接受退貨。

