Binapani Mohantynka Srusti O Drusti
商品資訊
ISBN13:9781645605034
出版社:Black Eagle Books
作者:Rebati Muduli
出版日:2024/02/04
裝訂:平裝
規格:21.6cm*14cm*1.5cm (高/寬/厚)
商品簡介
ବୀଣାପାଣି ମହାନ୍ତିଙ୍କ ମତରେ ସାହିତ୍ୟ ଅନ୍ତଃକରଣରୁ ସୃଷ୍ଟି । ୧୯୫୫ ମସିହାରେ 'ତନ୍ଦ୍ରାହତ' କବିତାରୁ ତାଙ୍କ ସାହିତ୍ୟଯାତ୍ରାର ଆରମ୍ଭ । ଅର୍ଦ୍ଧଶତାବ୍ଦୀରୁ ଊର୍ଦ୍ଧ୍ୱ ତାଙ୍କ ସାରସ୍ୱତ ଜୀବନ ଭାରତୀୟ ପାଠକ ତଥା ଅସଂଖ୍ୟ ନାରୀମାନଙ୍କପାଇଁ ଅଦମ୍ୟ ପ୍ରେରଣାର ଉତ୍ସ ପାଲଟିଛି । ଓଡ଼ିଶାରେ ଓଡ଼ିଆ ଲେଖିକା ସୃଷ୍ଟି କରିବା କ୍ଷେତ୍ରରେ ତାଙ୍କର ଉଲ୍ଲେଖନୀୟ ଅବଦାନ ରହିଛି । ଷାଠିଏ ଦଶକରୁ ଊର୍ଦ୍ଧ୍ୱ ତାଙ୍କ ସାହିତ୍ୟିକ ଯାତ୍ରା ଏତେ ସହଜ ନ ଥିଲା । ରକ୍ଷଣଶୀଳ ସମାଜର ରୁଢ଼ିବାଦୀ - ତିର୍ଯ୍ୟକ୍ ଦୃଷ୍ଟିପ୍ରତି ଭୟଭୀତ ନ ହୋଇ ସେ ସ୍ୱଚ୍ଛନ୍ଦ ଭାବରେ ସମାଜର ଅନ୍ତର୍ନିହିତ ବିକୃତି, ଅସଂଗତି ତଥା ବାସ୍ତବତାକୁ ନିଜ ଗଳ୍ପସାହିତ୍ୟରେ ଚିତ୍ରିତ କରିଛନ୍ତି । ନିଜର ଶକ୍ତିଶାଳୀ ଲେଖନୀ ଚାଳନାଦ୍ୱାରା ତାଙ୍କର ମୌନ ବିଦ୍ରୋହ ରକ୍ଷଣଶୀଳ ସମାଜ ପାଇଁ ଥିଲା ନମ୍ର ସାରସ୍ୱତ ପ୍ରତିବାଦ । ବିଶିଷ୍ଟ ସାହିତ୍ୟିକ ଅନନ୍ତ ପଟ୍ଟନାୟକ, ଗୌରଚନ୍ଦ୍ର ପଟ୍ଟନାୟକ, ବ୍ରହ୍ମୋତ୍ରୀ ମହାନ୍ତିଙ୍କ ପ୍ରଗତିବାଦୀ ଅନୁଚିନ୍ତା ତାଙ୍କ ସାହିତ୍ୟର ନାରୀବାଦୀ ବିଚାରକୁ ଶକ୍ତି ଯୋଗାଇଥିଲା । ନାରୀର ସମସ୍ୟା, ସଂଗ୍ରାମ, ଯନ୍ତ୍ରଣାର ସେ ପ୍ରତିନିଧିତ୍ୱ କରିଛନ୍ତି । ଜୀବନାନୁଭୂତି ସହିତ ବ୍ୟକ୍ତିକ ଅଭିଜ୍ଞତା ହିଁ ତାଙ୍କ ଲେଖନୀର ସାମର୍ଥ୍ୟ । ଓଡ଼ିଆ ଅସ୍ମିତାର ସେ ଥିଲେ ସଚେତନ ଧାତ୍ରୀ । ସେଥିପାଇଁ ସାମାଜିକ, ସାଂସ୍କୃତିକ ପରିବର୍ତ୍ତନର ସ୍ୱର ତ
主題書展
更多書展購物須知
外文書商品之書封,為出版社提供之樣本。實際出貨商品,以出版社所提供之現有版本為主。部份書籍,因出版社供應狀況特殊,匯率將依實際狀況做調整。
無庫存之商品,在您完成訂單程序之後,將以空運的方式為你下單調貨。為了縮短等待的時間,建議您將外文書與其他商品分開下單,以獲得最快的取貨速度,平均調貨時間為1~2個月。
為了保護您的權益,「三民網路書店」提供會員七日商品鑑賞期(收到商品為起始日)。
若要辦理退貨,請在商品鑑賞期內寄回,且商品必須是全新狀態與完整包裝(商品、附件、發票、隨貨贈品等)否則恕不接受退貨。

