Kuntinka Will
商品資訊
ISBN13:9781645606529
出版社:Black Eagle Books
作者:Umakanta Mahapatra
出版日:2025/02/07
裝訂:平裝
規格:21.6cm*14cm*0.7cm (高/寬/厚)
商品簡介
ଉମାକାନ୍ତ ବାବୁ ଖୁବ୍ ବିଳମ୍ବରେ - ପ୍ରାୟ ୧୯୮୬ ମସିହାରେ ସାହିତ୍ୟରେ ମନୋନିବେଶ କଲେ । ଅନେକ କ୍ଷୁଦ୍ରଗଳ୍ପ, ନିବନ୍ଧ, ରମ୍ୟ ରଚନାର ସ୍ରଷ୍ଟା ଉମାକାନ୍ତ ବାବୁ ଜଣେ ସ୍ତମ୍ଭକାର ଭାବେ ବିଭିନ୍ନ ବିଷୟର ଅନୁଶୀଳନ କରି ନାନାଦି ପ୍ରାସଙ୍ଗିକ ଅଥଚ ସର୍ବସାଧାରଣରେ ଅବିଦିତ ତଥ୍ୟ ପରିବେଷଣ କରି ଏକ ବୃହତ୍ ପାଠକ ଗୋଷ୍ଠୀର ଶ୍ରଦ୍ଧାଭାଜନ ହୋଇପାରିଥିଲେ । ତାଙ୍କର କ୍ଷୁଦ୍ର ଗଳ୍ପଗୁଡ଼ିକ ଅନବଦ୍ୟ । ସେଥିରେ ସେ କଥକ ପରି ଚରିତ୍ରମାନଙ୍କୁ ଟିକିଏ ଦୂରରୁ (କିନ୍ତୁ ଏତେ ଦୂରୁ ନୁହେଁ ଯେ ସେମାନେ ଇତର ଲୋକ ବା ଅନାତ୍ମୀୟ ପରି ଦିଶିବେ) ଦେଖି ସେମାନଙ୍କର ନିତିଦିନିଆ ଜୀବନ ଓ ତା'ର ଅନ୍ତରାଳରେ ଥିବା ଜୀବନର ଚିତ୍ର ଉପସ୍ଥାପନ କରନ୍ତି । ଶୈଳୀ କଥକର ଶୈଳୀ ପରି - କାହାଣୀଟିକୁ ବିନା ବାକ୍ୟାଡମ୍ବରରେ ଓ ସଂକ୍ଷେପରେ କହିବା ସେ ଶୈଳୀର ଲକ୍ଷ୍ୟ । ଉମାକାନ୍ତ ବାବୁ ତିନିଟି ଖୁବ୍ ଅସାଧାରଣ ଓ ସାର୍ଥକ ଉପନ୍ୟାସର ରଚୟିତା ମଧ୍ୟ ।ଓଡ଼ିଆ ବ୍ୟତୀତ ଇଂରାଜୀ, ହିନ୍ଦୀ, ଉର୍ଦ୍ଦୁ ଓ ବଙ୍ଗଳା ଭାଷାରେ ସେ ବିଶେଷ ବ୍ୟୁତ୍ପତ୍ତି ଲାଭ କରିଥିଲେ । ଉର୍ଦ୍ଦୁର ମହାନ୍ କବି ମୀର୍ଜା ଗାଲିବ୍]ଙ୍କର କବିତାର ସେ ଓଡ଼ିଆ ରୂପାନ୍ତର କରିଛନ୍ତି ଏବଂ ଗାଲିବ୍ ତଥା ଅନ୍ୟାନ୍ୟ ସମକାଳୀନ ଉର୍ଦ୍ଦୁ କବିଙ୍କର ଅନନ୍ୟ କବି ପ୍ରତିଭାର ପ୍ରବକ୍ତା ଭାବେ ସେ ୧୯୯୯ ମସିହାରେ ଗାଲିବ୍]ଙ୍କର ଦ୍ୱିତୀୟ ଶତବାର୍ଷିକ ଜୟନ୍ତୀକୁ ଭାରତ ସରକାରଙ୍କ ଦ୍ୱାରା ବିଶେଷ ଭାବେ ନିମନ୍ତ୍ର
主題書展
更多書展購物須知
外文書商品之書封,為出版社提供之樣本。實際出貨商品,以出版社所提供之現有版本為主。部份書籍,因出版社供應狀況特殊,匯率將依實際狀況做調整。
無庫存之商品,在您完成訂單程序之後,將以空運的方式為你下單調貨。為了縮短等待的時間,建議您將外文書與其他商品分開下單,以獲得最快的取貨速度,平均調貨時間為1~2個月。
為了保護您的權益,「三民網路書店」提供會員七日商品鑑賞期(收到商品為起始日)。
若要辦理退貨,請在商品鑑賞期內寄回,且商品必須是全新狀態與完整包裝(商品、附件、發票、隨貨贈品等)否則恕不接受退貨。

