Dasa Sikh Guru: Jibanee O Darshana
商品資訊
ISBN13:9781645606925
出版社:Black Eagle Books
作者:Dada Jp Vaswani
出版日:2025/05/05
裝訂:平裝
規格:21.6cm*14cm*1cm (高/寬/厚)
商品簡介
ସବୁ ସମୟରେ ସବୁଯୁଗରେ ବିଶ୍ୱଗୁରୁମାନଙ୍କର ମହାବାକ୍ୟର ସ୍ୱତଃସ୍ଫୁର୍ତ୍ତ ପ୍ରବାଦ ଜନଜୀବନକୁ ସ୍ପର୍ଶ କରିଛି । ଏହି ସ୍ପର୍ଶରେ ବ୍ୟକ୍ତିଗତ ଜୀବନରେ ରୂପାନ୍ତରଣ ଆସିଛି, ସାମାଜିକ-ସାଂସ୍କୃତିକ ଜୀବନ ବିବର୍ତ୍ତିତ ହୋଇଛି ଏବଂ ବିଶ୍ୱଚେତନା ସଂପ୍ରସାରିତ ହୋଇଛି । ଐଶ୍ୱରୀୟ ସଂକଳ୍ପ ଫଳରେ ଏସବୁ ସମ୍ଭବ ହେଉଥିଲେ ମଧ୍ୟ ଅଳ୍ପ କେତେକ ଦିବ୍ୟପୁରୁଷଙ୍କ ସାରସ୍ୱତ ଯୋଜନା ଏ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିଥାଏ । ଗୁରୁଦେବ ବାସ୍]ୱାନୀ ସେହିପରି ଜଣେ ବିଶ୍ୱବିଶ୍ରୁତ ଆଧ୍ୟାତ୍ମିକ ଅଗ୍ରଦୂତ । ସବୁପ୍ରକାର ଧାର୍ମିକ ଚେତନା ମଧ୍ୟରେ ରହିଥିବା ଐକ୍ୟ ଏବଂ ବିଶ୍ୱର ବିଭିନ୍ନ ଗୋଷ୍ଠୀ ମଧ୍ୟରେ ସଂପ୍ରୀତିର ଯେଉଁ ଅନ୍ତଃସଲୀଳ ପ୍ରବାହମାନ, ସେ ଦିଗରେ ଆମର ମାନସିକତାକୁ ଗତିଶୀଳ କରିଛନ୍ତି ସାଧୁ ବାସୱାନୀ । ପୁଣି ଏହି ଦିବ୍ୟ ପ୍ରୟାସ ପ୍ରସାରିତ ରୂପ ନେଇଛି ଦାଦା ଜେ.ପି. ବାସୱାନୀଙ୍କ ରଚନା ଓ ସମ୍ଭାଷଣ ମାଧ୍ୟମରେ ।
ଦାଦା ଜେ.ପି. ବାସୱାନୀଙ୍କ ରଚନାର ପରିସର କେବଳ ପରିବ୍ୟାପ୍ତ ନୁହେଁ, ଏହା ଏପରି ଏକ ଜୀବନିକାରେ ପରିପୂର୍ଣ୍ଣ ଯେ ଏଥିରେ ଅବସାଦକର ସବୁପ୍ରକାର ଜଡ଼ତା ନିଃଶେଷ ହୋଇଥାଏ । ଏହା କେବଳ ଉଚ୍ଚତର ଦର୍ଶନର କଥା ନୁହେଁ, ଏଥିରେ ଦୈନନ୍ଦିନ ଜୀବନର କମନୀୟ ମାର୍ଗଦର୍ଶନ ପ୍ରତିବିମ୍ବିତ । ଏହି ଅମୂଲ୍ୟ ରଚନା ମଧ୍ୟରୁ ବେଶ୍] କେତୋଟି ଓଡ଼ିଆ ଭାଷାରେ ଅନୂଦିତ ହୋଇଛି । ବର୍ତ୍ତମାନ ବାସୱାନୀଙ୍କ ସମସ୍ତ ରତ୍ନଗର୍ଭା ରଚନା ମ
主題書展
更多書展購物須知
外文書商品之書封,為出版社提供之樣本。實際出貨商品,以出版社所提供之現有版本為主。部份書籍,因出版社供應狀況特殊,匯率將依實際狀況做調整。
無庫存之商品,在您完成訂單程序之後,將以空運的方式為你下單調貨。為了縮短等待的時間,建議您將外文書與其他商品分開下單,以獲得最快的取貨速度,平均調貨時間為1~2個月。
為了保護您的權益,「三民網路書店」提供會員七日商品鑑賞期(收到商品為起始日)。
若要辦理退貨,請在商品鑑賞期內寄回,且商品必須是全新狀態與完整包裝(商品、附件、發票、隨貨贈品等)否則恕不接受退貨。

